Colossians 2:20 — Compare Translations

7 translations compared side by side

Odia - 1840
"ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁ ବରଣ କରିଛ ଓ ଜଗତର ଅସାର ନିୟମଗୁଡ଼ିକରୁ ମୁକ୍ତ କରାଯାଇଛ। ତଥାପି ତୁମ୍ଭେ ନିଜକୁ ଜଗତର ଲୋକ ବୋଲି ଭାବି କାହିଁକି ଏବେ ମଧ୍ଯ ଏପରି ବ୍ଯବହାର କରୁଛ? ତୁମ୍ଭେ ନିମ୍ନ ନିୟମଗୁଡ଼ିକ କ'ଣ ପାଇଁ ପାଳନ କରୁଛ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ପ୍ରାଥମିକ ଶିକ୍ଷା ପ୍ରତି ମୃତ ହୋଇଅଛ,
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହ ମୃତ୍ୟୁଭୋଗ କରିଛ ଓ ଏହି ବିଶ୍ୱ ଉପରେ କର୍ତ୍ତୃତ୍ୱ କରୁଥିବା ଶକ୍ତିମାନଙ୍କ କବଳରୁ ମୁକ୍ତି ଲାଭ କରିଛ। ତେବେ କାହିଁକି ତୁମ୍ଭେମାନେ ଜାଗତିକମନା ଲୋକଙ୍କ ପରି ଜୀବନ କାଟୁଛ? କାହିଁକି ତୁମ୍ଭେମାନେ ଏହିପରି ନିୟମସବୁ ପାଳନ କର, ଯଥା
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁ ବରଣ କରିଛ ଓ ଜଗତର ଅସାର ନିୟମଗୁଡ଼ିକରୁ ମୁକ୍ତ କରାଯାଇଛ। ତଥାପି ତୁମ୍ଭେ ନିଜକୁ ଜଗତର ଲୋକ ବୋଲି ଭାବି କାହିଁକି ଏବେ ମଧ୍ୟ ଏପରି ବ୍ୟବହାର କରୁଛ? ତୁମ୍ଭେ ନିମ୍ନ ନିୟମଗୁଡ଼ିକ କ’ଣ ପାଇଁ ପାଳନ କରୁଛ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ମୌଳିକ ଶିକ୍ଷା ପ୍ରତି ମୃତ ହୋଇଅଛ,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ପ୍ରାଥମିକ ଶିକ୍ଷା ପ୍ରତି ମୃତ ହୋଇଅଛ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಕ್ರಿಸ್ತಾಚ್ಯಾ ವಾಂಗ್ಡಾ ಮರುನ್, ಹ್ಯಾ ಜಗಾಚ್ಯಾ ಫಾಯ್ದ್ಯಾಕ್ ಪಡಿನಸಲ್ಲ್ಯಾ ನೆಮಾತ್ನಾ ಸುಟ್ಕಾ ಹೊಲ್ಯಾಸಿ. ಅಶೆ ರ್‍ಹಾಲ್ಯಾರ್‍ಬಿ, ತುಮಿ ಹ್ಯಾ ಜಗಾಕ್ ಸಮಂದ್ ಪಡಲ್ಯಾಂಚ್ಯಾ ಸಾರ್ಕೆ ಚಲ್ತ್ಯಾಸಿ? ಕಶ್ಯಾಕ್ ತುಮಿ ಹ್ಯಾ ನೆಮಾಚ್ಯಾ ಸಾರ್ಕೆ ಚಲ್ತ್ಯಾಸಿ