Colossians 2:5 — Compare Translations

7 translations compared side by side

Odia - 1840
"ମୁଁ ମାେ ଶରୀର ରେ ତୁମ୍ଭ ସହିତ ସଠାେରେ ନାହିଁ, କିନ୍ତୁ ମାରେଆତ୍ମା ସଠାେରେ ଅଛି। ମୁଁ ତୁମ୍ଭମାନଙ୍କ ଉତ୍ତମ ଜୀବନ ଓ ତୁମ୍ଭମାନଙ୍କର ଖ୍ରୀଷ୍ଟଙ୍କଠା ରେ ବଳିଷ୍ଠ ବିଶ୍ବାସ ଦେଖି ପ୍ରସନ୍ନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଶାରୀରିକଭାବେ ଅନୁପସ୍ଥିତ ଥିଲେ ସୁଦ୍ଧା, ଆତ୍ମିକ ଭାବରେ ମୁଁ ତୁମ୍ଭମାନଙ୍କ ସହିତ ଅଛି। ଖ୍ରୀଷ୍ଟଙ୍କ ଉପରେ ଦୃଢ଼ ବିଶ୍ୱାସ ରଖି ତୁମ୍ଭେମାନେ ଯେପରି ସୁଶୃଙ୍ଖଳିତ ହୋଇଛ, ତାହା ଦେଖି ମୁଁ ଆନନ୍ଦିତ। ଖ୍ରୀଷ୍ଟ ଓ ଜୀବନର ପୂର୍ଣ୍ଣତା
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋ’ ଶରୀରରେ ତୁମ୍ଭ ସହିତ ସେଠାରେ ନାହିଁ, କିନ୍ତୁ ମୋର ଆତ୍ମା ସେଠାରେ ଅଛି। ମୁଁ ତୁମ୍ଭମାନଙ୍କ ଉତ୍ତମ ଜୀବନ ଓ ତୁମ୍ଭମାନଙ୍କର ଖ୍ରୀଷ୍ଟଙ୍କଠାରେ ବଳିଷ୍ଠ ବିଶ୍ୱାସ ଦେଖି ପ୍ରସନ୍ନ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ମୋହର ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಚ್ಯಾ ವಾಂಗ್ಡಾ ರ್‍ಹಾಯ್ ನಸ್ಲ್ಯಾರ್ಬಿ; ಮಾಜೊ ಆತ್ಮೊ ತುಮ್ಚ್ಯಾ ವಾಂಗ್ಡಾ ರ್‍ಹಾತಾ, ತುಮಿ ಕ್ರಿಸ್ತಾಚ್ಯಾ ವಿಶ್ವಾಸಾತ್ ಘಟ್ಟ್ ಇಬೆ ಹೊತ್ತೆ ಬಗುನ್ ಲೈ ಮಿಯಾ ಕುಶಿ ಹೊತಾ.