Colossians 2:7 — Compare Translations

7 translations compared side by side

Odia - 1840
"ତୁମ୍ଭେ କବଳେ ତାଙ୍କ ଉପରେ ନିର୍ଭର କର। ଜୀବନ ଓ ଶକ୍ତି ତାଙ୍କଠାରୁ ଆ ସେ। ତୁମ୍ଭକୁ ସତ୍ଯର ଶିକ୍ଷା ଦିଆ ଯାଇଛି। ସହେି ସତ୍ଯ ଶିକ୍ଷା ଉପରେ ତୁମ୍ଭର ଦୃଢ଼ ଆସ୍ଥା ରହିଥିବା ଉଚିତ୍। ପରମେଶ୍ବରଙ୍କୁ ସବୁବେଳେ ଧନ୍ଯବାଦ ଦେଉଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ଵାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କର ଭିତ୍ତିମୂଳ ତାଙ୍କ ଉପରେ ଦୃଢ଼ ରୂପେ ସ୍ଥାପନ କରି ଜୀବନ ଗଠନ କର ଓ ତୁମେ ପ୍ରାପ୍ତ ହୋଇଥିବା ଶିକ୍ଷାନୁଯାୟୀ ବିଶ୍ୱାସରେ ଅଧିକ ବଳିଷ୍ଠ ହୁଅ। ତୁମ୍ଭମାନଙ୍କର ହୃଦୟ କୃତଜ୍ଞତାରେ ପରିପୂର୍ଣ୍ଣ ହେଉ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କେବଳ ତାଙ୍କ ଉପରେ ନିର୍ଭର କର। ଜୀବନ ଓ ଶକ୍ତି ତାଙ୍କଠାରୁ ଆସେ। ତୁମ୍ଭକୁ ସତ୍ୟର ଶିକ୍ଷା ଦିଆଯାଇଛି। ସେହି ସତ୍ୟ ଶିକ୍ଷା ଉପରେ ତୁମ୍ଭର ଦୃଢ଼ ଆସ୍ଥା ରହିଥିବା ଉଚିତ୍। ପରମେଶ୍ୱରଙ୍କୁ ସବୁବେଳେ ଧନ୍ୟବାଦ ଦେଉଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾತ್ ತುಮಿ ಖೊಲಾತ್ ಮುಳಾ ಸೊಡುನ್, ತೆಚ್ಯಾ ಭುತ್ತುರ್ ತುಮ್ಚೆ ಜಿವನ್ ಭಾಂದುನ್ ಘೆವಾ. ಅನಿ ತುಮ್ಕಾ ಸಾಂಗಲ್ಲ್ಯಾ ಶಿಕಾಪಾಚ್ಯಾ ಸಾರ್ಕೆ ಕ್ರಿಸ್ತಾಚ್ಯಾ ವಿಶ್ವಾಸಾತ್ ಘಟ್ಟ್ ರ್‍ಹಾವ್ನ್ ದೆವಾಕ್ ಲೈ ಧನ್ಯಾವಾದ್ ದಿತಲೆ ಹೊವ್ನ್ ರ್‍ಹಾವಾ.