Colossians 2:9 — Compare Translations
7 translations compared side by side
Odia - 1840
"ପରମେଶ୍ବର ଖ୍ରୀଷ୍ଟଙ୍କଠା ରେ ପାର୍ଥିବ ଶରୀର ଧାରଣ କରି ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ଵରତ୍ଵ ଦେହବ; ହୋଇ ବାସ କରେ,
Odia BSI (ପବିତ୍ର ବାଇବଲ (CL) NT (BSI))
କେବଳ ମାନବରୂପୀ ଖ୍ରୀଷ୍ଟଙ୍କଠାରେ ଐଶ୍ୱରିକ ସ୍ୱଭାବ ପୂର୍ଣ୍ଣମାତ୍ରାରେ ନିହିତ ଅଛି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଖ୍ରୀଷ୍ଟଙ୍କଠାରେ ପାର୍ଥିବ ଶରୀର ଧାରଣ କରି ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ବରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,
Odia IRV 2017 (ଓଡିଆ ବାଇବେଲ)
କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ୱରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚೆ ಸಗ್ಳೆ ಸಂಪುರ್ನಪಾನ್ ಕ್ರಿಸ್ತಾಕ್ಡೆ ಹಾಯ್, ಕ್ರಿಸ್ತ್ ಹ್ಯಾ ಜಗಾತ್ ರ್ಹಾತಾನಾಬಿ ತೆ ಹೊತ್ತೆ.