Colossians 3:1 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁରୁ ଜୀବିତ ହାଇେଛ। ଅତଏବ ସ୍ବର୍ଗ ରେ ଥିବା ବିଷୟଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠା ରେ ଖ୍ରୀଷ୍ଟ, ପରମେଶ୍ବରଙ୍କ ଡାହାଣ ରେ ବସିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ଵସ୍ଥାନର ବିଷୟସବୁ ଅନ୍ଵେଷଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁରୁ ଉତ୍ଥାପିତ ହୋଇଛ। ତେଣୁ ସ୍ୱର୍ଗସ୍ଥ ବିଷୟ ପ୍ରତି ମନୋନିବେଶ କର, କାରଣ ଖ୍ରୀଷ୍ଟ ସ୍ୱର୍ଗରେ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଖ୍ରୀଷ୍ଟଙ୍କଠାରେ ନୂତନ ଜୀବନ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁରୁ ଜୀବିତ ହୋଇଛ। ଅତଏବ ସ୍ୱର୍ଗରେ ଥିବା ବିଷୟ ଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠାରେ ଖ୍ରୀଷ୍ଟ, ପରମେଶ୍ୱରଙ୍କ ଡାହାଣରେ ବସିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಕ್ರಿಸ್ತಾಚ್ಯಾ ವಾಂಗ್ಡಾ ಝಿತ್ತೆ ಹೊವ್ನ್ ಉಟುನ್ ಯೆಲ್ಲ್ಯಾಸಾಟ್ನಿ ವೈನಾ ಗಾವ್ತಲೆ ಹುಡ್ಕುನ್ ಬಗಾ, ಕ್ರಿಸ್ತ್ ಜೆಜು ಸರ್ಗಾತ್ ದೆವಾಚ್ಯಾ ಉಜ್ವಾ ಬಾಜುಕ್ ಬಸ್ಲಾ.