Colossians 3:10 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ନୂତନ ଜୀବନ ଆରମ୍ଭ କରିଛ। ନୂତନ ଜୀବନ ରେ ତୁମ୍ଭମାନେେ ନୂଆ ହେଉଅଛ। ତୁମ୍ଭମାନେେ ତୁମ୍ଭମାନଙ୍କର ସହେି ସୃଷ୍ଟିକର୍ତ୍ତାଙ୍କ ଭଳି ହାଇଯୋଉଛ। ଏହି ନୂତନ ଜୀବନ ଦ୍ବାରା ତୁମ୍ଭମାନେେ ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରାପ୍ତ ହେଉଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ଵଭାବ।। ପରିଧାନ କରିଅଛ; ସେହି ନୂତନ ସ୍ଵଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ନୂତନ ସ୍ୱଭାବ ଧାରଣ କରିଛ। ମନୁଷ୍ୟର ଏହି ନବୀକରଣ, ସ୍ରଷ୍ଟା ଈଶ୍ୱର ନିଜ ପ୍ରତିମୂର୍ତ୍ତିରେ ଅବିରତ ସାଧନ କରୁଛନ୍ତି। ଏଥିଦ୍ୱାରା ତୁମ୍ଭେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଜ୍ଞାନପ୍ରାପ୍ତ ହେଉଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ନୂତନ ଜୀବନ ଆରମ୍ଭ କରିଛ। ନୂତନ ଜୀବନରେ ତୁମ୍ଭେମାନେ ନୂଆ ହେଉଅଛ। ତୁମ୍ଭେମାନେ ତୁମ୍ଭମାନଙ୍କର ସେହି ସୃଷ୍ଟିକର୍ତ୍ତାଙ୍କ ଭଳି ହୋଇଯାଉଛ। ଏହି ନୂତନ ଜୀବନ ଦ୍ୱାରା ତୁମ୍ଭେମାନେ ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ ହେଉଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;
Odia IRV 2017 (ଓଡିଆ ବାଇବେଲ)
ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತುಮಿ ನ್ಹವಿ ಚಾಲ್ ನೆಸ್ಲ್ಯಾಸಿ, ತೆ ಹ್ಯಾ ನ್ಹವ್ಯಾ ಜಿವನಾತ್ ತುಮ್ಕಾ ರಚಲ್ಲ್ಯಾಚ್ಯಾ ರುಪಾ ಸಾರ್ಕೆ, ಶಾನೆಪಾನ್ ಘೆವ್ಕಸಾಟ್ನಿ ಅಮ್ಕಾ ನ್ಹವ್ಯಾನ್ ರಚುನ್ ಹೊಲಾ.