Colossians 3:12 — Compare Translations
7 translations compared side by side
Odia - 1840
"ପରମେଶ୍ବର ତୁମ୍ଭମାନଙ୍କୁ ବାଛିଛନ୍ତି ଓ ନିଜର ପବିତ୍ର ଲୋକ ବୋଲି ଗ୍ରହଣ କରିଛନ୍ତି। ସେ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି। ଅତଏବ ତୁମ୍ଭମାନେେ ସର୍ବଦା ନିମ୍ନୋକ୍ତ କାର୍ୟ୍ଯମାନ କର: ଲୋକଙ୍କୁ ଦୟା କର, କରୁଣାମୟ ହୁଅ, ନମ୍ର ହୁଅ, ଭଦ୍ର ହୁଅ, ର୍ଧୈୟ୍ଯବାନ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଈଶ୍ଵରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଈଶ୍ୱରଙ୍କ ଲୋକ। ସେ ତୁମ୍ଭମାନଙ୍କୁ ପ୍ରେମ କରି ନିଜ ପାଇଁ ମନୋନୀତ କରିଛନ୍ତି। ତେଣୁ ତୁମ୍ଭେମାନେ ଅନୁକମ୍ପା, ଦୟା, ନମ୍ରତା, ସୁଶୀଳତା ଓ ଧୈର୍ଯ୍ୟରୂପ ବସ୍ତ୍ର ପରିଧାନ କର।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଲୋକଙ୍କ ସହିତ ତୁମ୍ଭର ନୂତନ ଜୀବନ ପରମେଶ୍ୱର ତୁମ୍ଭମାନଙ୍କୁ ବାଛିଛନ୍ତି ଓ ନିଜର ପବିତ୍ର ଲୋକ ବୋଲି ଗ୍ରହଣ କରିଛନ୍ତି। ସେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ଅତଏବ ତୁମ୍ଭେମାନେ ସର୍ବଦା ନିମ୍ନୋକ୍ତ କାର୍ଯ୍ୟମାନ କର: ଲୋକଙ୍କୁ ଦୟା କର, କରୁଣାମୟ ହୁଅ, ନମ୍ର ହୁଅ, ଭଦ୍ର ହୁଅ, ଧୈର୍ଯ୍ୟବାନ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଈଶ୍ୱରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁୁତା ପରିଧାନ କର।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ತುಮ್ಕಾ ಅಪ್ನಾಚ್ಯಾ ಸ್ವತಾಕ್ ಮನುನ್ ಎಚುನ್ ಘೆಟ್ಲಾ, ಅನಿ ತುಮ್ಕಾ ಅಪ್ಲಿ ಪವಿತ್ರ್ ಲೊಕಾ ಕರ್ಲಾ. ತೊ ತುಮ್ಚೊ ಪ್ರೆಮ್ ಕರ್ತಾ. ಅಶೆ ರಾತಾನಾ ಕಾಳ್ಜಿ, ದಯಾ, ಖಾಲ್ತಿ ಹೊವ್ನ್ ಚಲ್ತಲೆ, ಥಂಡಪಾನ್, ಸೊಸುನ್ ಘೆತಲೊ ಮನ್, ಹ್ಯಾ ಸಗ್ಳ್ಯಾ ಬರ್ಯಾ ಗುನಾನಿ ತುಮ್ಕಾ ತುಮಿ ಭರುನ್ ಘೆವಾ.