Colossians 3:13 — Compare Translations

7 translations compared side by side

Odia - 1840
"ପରସ୍ପର ପ୍ରତି କୋର୍ଧ କର ନାହିଁ, ବରଂ ପରସ୍ପରକୁ କ୍ଷମା ଦିଅ। ଯଦି ଜଣେ ତୁମ୍ଭ ପ୍ରତି ଭୁଲ କାମ କରେ, ତାକୁ କ୍ଷମା ଦିଅ। ପ୍ରଭୁ ତୁମ୍ଭକୁ କ୍ଷମା କରିଛନ୍ତି, ସେଥିପାଇଁ ତୁମ୍ଭମାନେେ ମଧ୍ଯ ଅନ୍ୟ ଲୋକମାନଙ୍କୁ କ୍ଷମା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରସ୍ପର ପ୍ରତି ସହନଶୀଳ ହୁଅ, ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରସ୍ପର ପ୍ରତି ସହନଶୀଳ ହୁଅ ଏବଂ ଯଦି କାହାର ଅନ୍ୟ ବିରୁଦ୍ଧରେ ଅଭିଯୋଗ ଥାଏ, ତେବେ ପରସ୍ପରକୁ କ୍ଷମା କର। ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ସେହିପରି ପରସ୍ପରକୁ କ୍ଷମା କର।
Odia Bible ERV 2004 (ପବିତ୍ର ବାଇବଲ)
ପରସ୍ପର ପ୍ରତି କ୍ରୋଧ କର ନାହିଁ, ବରଂ ପରସ୍ପରକୁ କ୍ଷମା ଦିଅ। ଯଦି ଜଣେ ତୁମ୍ଭ ପ୍ରତି ଭୁଲ୍ କାମ କରେ, ତାକୁ କ୍ଷମା ଦିଅ। ପ୍ରଭୁ ତୁମ୍ଭକୁ କ୍ଷମା କରିଛନ୍ତି, ସେଥିପାଇଁ ତୁମ୍ଭେମାନେ ମଧ୍ୟ ଅନ୍ୟ ଲୋକମାନଙ୍କୁ କ୍ଷମା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।
Odia IRV 2017 (ଓଡିଆ ବାଇବେଲ)
ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕಾಮೆಕಾಕ್ ಸೊಸುನ್ ಘೆವಾ, ದುಸ್ರಾಂಚ್ಯಾ ವಿಶಯಾತ್ ಚುಕ್ ಸಾಂಗ್ತಲೆ ತುಮ್ಚ್ಯಾಕ್ಡೆ ರ್‍ಹಾಲ್ಯಾರ್‍ಬಿ, ಧನಿಯಾನ್ ತುಮ್ಕಾ ಮಾಪ್ ಕರಲ್ಲ್ಯಾಸಾಟ್ನಿ ತುಮಿಬಿ ಎಕಾಮೆಕಾಚಿ ಚುಕ್ ಮಾಪ್ ಕರಾ.