Colossians 3:14 — Compare Translations
7 translations compared side by side
Odia - 1840
"ଏହିସବୁ କର, କିନ୍ତୁ ସବୁଠାରୁ ମୁଖ୍ଯ ବିଷୟ ହେଲା, ପରସ୍ପରକୁ ପ୍ ରମେ କରିବା। ପ୍ ରମେ ତୁମ୍ଭମାନଙ୍କୁ ଏକତା ରେ ଏକାଠି ବାନ୍ଧି ରେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏହିସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ଵରୂପ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ଏହି ସମସ୍ତ ଗୁଣ ସହିତ ପ୍ରେମକୁ ଯୋଗ କର। ପ୍ରେମ ସମସ୍ତ ବିଷୟକୁ ପୂର୍ଣ୍ଣାଙ୍ଗ କରି ଏକତାବଦ୍ଧ କରେ।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ କର, କିନ୍ତୁ ସବୁଠାରୁ ମୁଖ୍ୟ ବିଷୟ ହେଲା, ପରସ୍ପରକୁ ପ୍ରେମ କରିବା। ପ୍ରେମ ତୁମ୍ଭମାନଙ୍କୁ ଏକତାରେ ଏକାଠି ବାନ୍ଧି ରଖେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾಂಚ್ಯಾಕಿಂತಾ ಲೈ ಕರುನ್ ತುಮ್ಚ್ಯಾಕ್ಡೆ ಪ್ರೆಮ್ ರ್ಹಾಂವ್ದಿತ್, ಪ್ರೆಮ್ ತುಮ್ಕಾ ಸಗ್ಳ್ಯಾಕ್ನಿ ಫುರಾ ಎಕ್ವಟ್ಟಾನ್ ಥವ್ತಾ.