Colossians 3:15 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟଙ୍କ ଦ୍ବାରା ପ୍ରଦତ୍ତ ଶାନ୍ତି, ତୁମ୍ଭ ବିଚାରକୁ ସଂୟମ କରିବ। ତୁମ୍ଭମାନେେ ଶାନ୍ତି ପାଇବା ପାଇଁ ଗୋଟିଏ ଶରୀର ରେ ଡକା ହାଇେଛ। ସବୁବେଳେ ଧନ୍ଯବାଦୀ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ଵରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ଵ କରୁ; ପୁଣି ତୁମ୍ଭେମାନେ ଧନ୍ୟବାଦ ଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟପ୍ରଦତ୍ତ ଶାନ୍ତି ତୁମ୍ଭମାନଙ୍କ ସଙ୍କଳ୍ପକୁ ପରିଚାଳିତ କରୁ; କାରଣ ଏହି ଶାନ୍ତି ନିମନ୍ତେ ଈଶ୍ୱର ତୁମ୍ଭମାନଙ୍କୁ ଏକତ୍ରଭାବେ ଏକ ଶରୀର ହେବା ପାଇଁ ଆହ୍ୱାନ କରିଛନ୍ତି। ସର୍ବଦା କୃତଜ୍ଞ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଦତ୍ତ ଶାନ୍ତି, ତୁମ୍ଭ ବିଗ୍ଭରକୁ ସଂଯମ କରିବ। ତୁମ୍ଭେମାନେ ଶାନ୍ତି ପାଇବା ପାଇଁ ଗୋଟିଏ ଶରୀରରେ ଡକା ହୋଇଛ। ସବୁବେଳେ ଧନ୍ୟବାଦୀ ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತ್ ದಿತಲೆ ಶಾಂತ್ಪಾನ್, ತುಮ್ಚ್ಯಾ ಚಿಂತ್ಪಾಕ್ನಿ ಹತೊಟಿತ್ ಥವ್ನ್ ಘೆಂವ್ದಿತ್, ತುಮಿ ಸಗ್ಳೆ ಎಕುಚ್ ಆಂಗಾಕ್ ಮಿಳಲ್ಲೆ ಹೊಲ್ಲ್ಯಾಸಾಟ್ನಿ, ಶಾಂತ್ಪಾನಾನ್ ರ್‍ಹಾವ್ಕ್ ಬಲ್ವುನ್ ಹೊಲ್ಯಾಸಿ, ಸದಾ ಸರ್ವತಾಕ್ ಧನ್ಯಾವಾದ್ ದಿತಲೆ ಹೊವ್ನ್ ರ್‍ಹಾವಾ.