Colossians 3:16 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠା ରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ଯବହାର କର। ନିଜ ହୃଦୟ ରେ ପରମେଶ୍ବରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ଯାତ୍ମିକ ଗୀତମାନ ଗାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ଵାରା କୃତଜ୍ଞ ହୃଦୟରେ ଗାନ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ବାର୍ତ୍ତାର ପ୍ରଚୁର ଐଶ୍ୱର୍ଯ୍ୟ ତୁମ ଅନ୍ତରରେ ବାସ କରୁ। ଜ୍ଞାନର ସହିତ ପରସ୍ପରକୁ ଶିକ୍ଷା ଓ ପରାମର୍ଶ ଦିଅ। ସ୍ତବ, ସ୍ତୁତି ଓ ସଂକୀର୍ତ୍ତନ କର। ଅନ୍ତରର କୃତଜ୍ଞତା ସହ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ, ଭଜନ କର।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠାରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦେବା ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ୟବହାର କର। ନିଜ ହୃଦୟରେ ପରମେଶ୍ୱରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ୟାତ୍ମିକ ଗୀତମାନ ଗାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
Odia IRV 2017 (ଓଡିଆ ବାଇବେଲ)
ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾಚೆ ಶಿಕಾಪ್ ತುಮ್ಚ್ಯಾ ಭುತ್ತುರ್ಲ್ಲ್ಯಾ ಮನಾತ್ ಲೈ ಘಟ್ಟ್ ಹೊವ್ನ್ ರ್‍ಹಾಂವ್ದಿತ್, ತುಮಿ ದೆವಾಕ್ನಾ ಶಿಕಲೆ ಶಿಕ್ವುಕ್ ಅನಿ ಎಕಾಮೆಕಾಕ್ ಬುದ್ದ್ ಸಾಂಗುಕ್ ವಾಪ್ರಾ, ತುಮ್ಚ್ಯಾ ಮನಾತ್ ದೆವಾಕ್ ಧನ್ಯವಾದ್ ದಿವ್ನ್, ಗಿತ್ ಸಾಂಗ್ತಲೆ ಅನಿ ಕಿರ್ತನ್ ಸಾಂಗ್ತಲೆ ಅನಿ ಆತ್ಮಿಕ್ ಗಿತಾ ಸಾಂಗ್ತಲೆ ಹೊವ್ನ್ ರ್‍ಹಾವಾ.