Colossians 3:17 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଯାହା କହୁଛ, ଯାହା କିଛି ବା କରୁଛ, ସେ ସବୁ ତୁମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କ ପାଇଁ କର ଏବଂ ଏହି ସମସ୍ତ କାର୍ୟ୍ଯ ମଧିଅରେ ପରମପିତା ପରମେଶ୍ବରଙ୍କୁ ଯୀଶୁଙ୍କ ମାଧ୍ଯମ ରେ ଧନ୍ଯବାଦ ଜଣାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ଵାରା ପିତା ଈଶ୍ଵରଙ୍କୁ ଧନ୍ୟବାଦ ଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ବାକ୍ୟ ବା କାର୍ଯ୍ୟରେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ। ନୂତନ ଜୀବନରେ ବ୍ୟକ୍ତିଗତ ସମ୍ପର୍କ
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯାହା କହୁଛ, ଯାହାକିଛି ବା କରୁଛ, ସେ ସବୁ ତୁମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କ ପାଇଁ କର ଏବଂ ଏହି ସମସ୍ତ କାର୍ଯ୍ୟ ମଧ୍ୟରେ ପରମପିତା ପରମେଶ୍ୱରଙ୍କୁ ଯୀଶୁଙ୍କ ମାଧ୍ୟମରେ ଧନ୍ୟବାଦ ଜଣାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।
Odia IRV 2017 (ଓଡିଆ ବାଇବେଲ)
ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಬೊಲ್ತಲೆ, ಚಲ್ತಲೆ, ಕಾಯ್ ಕರ್ಲ್ಯಾಬಿ, ತೆ ಸಗ್ಳೆ ತುಮ್ಚ್ಯಾ ಧನಿಯಾ ಜೆಜುಸಾಟ್ನಿ ಕರಾ, ತುಮಿ ಕಾಯ್ ಕರ್ಲ್ಯಾಬಿ, ಜೆಜುಚ್ಯಾ ವೈನಾ ದೆವಾ ಬಾಬಾಕ್ ಧನ್ಯಾವಾದ್ ದಿವಾ.