Colossians 3:19 — Compare Translations
7 translations compared side by side
Odia - 1840
"ପତିଗଣ! ତୁମ୍ଭମାନଙ୍କ ପତ୍ନୀଙ୍କୁ ପ୍ ରମେ କର। ସମାନଙ୍କେ ପ୍ରତି ଭଦ୍ର ବ୍ଯବହାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସ୍ଵାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ସ୍ୱାମୀମାନେ, ତୁମ୍ଭମାନଙ୍କର ସ୍ତ୍ରୀମାନଙ୍କୁ ପ୍ରେମ କର। ସେମାନଙ୍କ ପ୍ରତି ରୁକ୍ଷ ଆଚରଣ କର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପତିଗଣ! ତୁମ୍ଭମାନଙ୍କ ପତ୍ନୀଙ୍କୁ ପ୍ରେମ କର। ସେମାନଙ୍କ ପ୍ରତି ଭଦ୍ର ବ୍ୟବହାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಘೊವಾನು, ತುಮ್ಚ್ಯಾ ಬಾಯ್ಕಾಂಚೊ ಪ್ರೆಮ್ ಕರಾ, ತೆಂಚ್ಯಾ ವಾಂಗ್ಡಾ ಖಟೊರ್ಪಾನಾನ್ ಚಲುನಕಾಶಿ.