Colossians 3:2 — Compare Translations
7 translations compared side by side
Odia - 1840
"ସବୁବେଳେ ସହେି ସ୍ବର୍ଗର ବିଷୟଗୁଡ଼ିକ ଅନ୍ବଷେଣ କର, ମର୍ତ୍ତ୍ଯର ବିଷୟଗୁଡ଼ିକ ପାଇଁ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ଵସ୍ଥ ବିଷୟରେ ଆସକ୍ତ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାର୍ଥିବ ବିଷୟ ପ୍ରତି ଆସକ୍ତ ନ ହୋଇ ସ୍ୱର୍ଗୀୟ ବିଷୟ ପ୍ରତି ଆସକ୍ତ ହୁଅ,
Odia Bible ERV 2004 (ପବିତ୍ର ବାଇବଲ)
ସବୁବେଳେ ସେହି ସ୍ୱର୍ଗର ବିଷୟ ଗୁଡ଼ିକ ଅନ୍ୱେଷଣ କର, ମର୍ତ୍ତ୍ୟର ବିଷୟ ଗୁଡ଼ିକ ପାଇଁ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ।
Odia IRV 2017 (ଓଡିଆ ବାଇବେଲ)
ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸರ್ಗಾತ್ ಹೊತ್ತ್ಯಾಚ್ಯಾ ವಿಶಯಾತ್ ಚಿಂತಾ, ಜಗಾತ್ಲ್ಯಾಚೆ ಯವ್ಜುನಕಾಸಿ.