Colossians 3:20 — Compare Translations
7 translations compared side by side
Odia - 1840
"ସନ୍ତାନଗଣ! ପ୍ରେତ୍ୟକକ କଥା ରେ ମାତା-ପିତାଙ୍କ ଆଜ୍ଞା ପାଳନ କର। ଏହା ପ୍ରଭୁଙ୍କୁ ପ୍ରସନ୍ନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସନ୍ତାନଗଣ, ସର୍ବଦା ତୁମ୍ଭମାନଙ୍କ ପିତାମାତାଙ୍କର ବାଧ୍ୟ ହୁଅ। ଏହା ତୁମର ଖ୍ରୀଷ୍ଟୀୟ କର୍ତ୍ତବ୍ୟ, କାରଣ ଏଥିରେ ଈଶ୍ୱର ସନ୍ତୁଷ୍ଟ ହୁଅନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସନ୍ତାନଗଣ! ପ୍ରତ୍ୟେକ କଥାରେ ପିତା-ମାତାଙ୍କ ଆଜ୍ଞା ପାଳନ କର। ଏହା ପ୍ରଭୁଙ୍କୁ ପ୍ରସନ୍ନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।
Odia IRV 2017 (ଓଡିଆ ବାଇବେଲ)
ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೊರಾನು, ಸಗ್ಳ್ಯಾ ವಿಶಯಾತ್ಬಿ ತುಮ್ಚ್ಯಾ ಬಾಯ್ ಬಾಬಾಕ್ನಿ ಖಾಲ್ತಿ ಹೊವ್ನ್ ಚಲಾ, ಹೆ ಧನಿಯಾಚ್ಯಾ ಮನಾಕ್ ಬರೆ ದಿಸ್ತಾ.