Colossians 3:22 — Compare Translations

7 translations compared side by side

Odia - 1840
"ସବେକଗଣ! ଏହି ପୃଥିବୀ ରେ ପ୍ରେତ୍ୟକକ କଥା ରେ ନିଜର ମାଲିକମାନଙ୍କ ଆଜ୍ଞା ପାଳନ କର। ଯେତବେେଳେ ମାଲିକ ଦେଖୁ ନାହାଁନ୍ତି, ସେତବେେଳେ ମଧ୍ଯ ଓ ସର୍ବଦା ତାହାଙ୍କ ଆଜ୍ଞା ପାଳନ କର। ଏପରି କରିବା ଦ୍ବାରା ତୁମ୍ଭମାନେେ ପ୍ରକୃତ ରେ ମନୁଷ୍ଯକୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁ ନାହଁ, ବରଂ ପ୍ରଭୁଙ୍କୁ ସମ୍ମାନ ଦେଉଥିବାରୁ, ତୁମ୍ଭମାନେେ ନିଷ୍ଠାପର ସହିତ ଆଜ୍ଞା ପାଳନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦାସମାନେ।।, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେ କ୍ରୀତଦାସଗଣ, ସବୁ ବିଷୟରେ ତୁମ ମୁନିବମାନଙ୍କର ବାଧ୍ୟ ହୁଅ। କେବଳ ସେମାନେ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି ରଖିଥିବା ସମୟରେ ସେମାନଙ୍କୁ ସନ୍ତୁଷ୍ଟ କରିବା ନିମନ୍ତେ ନୁହେଁ, ମାତ୍ର ପ୍ରଭୁଙ୍କ ପ୍ରତି ତୁମ୍ଭମାନଙ୍କର ଭକ୍ତି ହେତୁ ସରଳ ହୃଦୟରେ ଏହା କର।
Odia Bible ERV 2004 (ପବିତ୍ର ବାଇବଲ)
ସେବକଗଣ! ଏହି ପୃଥିବୀରେ ପ୍ରତ୍ୟେକ କଥାରେ ନିଜର ମାଲିକମାନଙ୍କ ଆଜ୍ଞା ପାଳନ କର। ଯେତେବେଳେ ମାଲିକ ଦେଖୁ ନାହାନ୍ତି, ସେତେବେଳେ ମଧ୍ୟ ଓ ସର୍ବଦା ତାହାଙ୍କ ଆଜ୍ଞା ପାଳନ କର। ଏପରି କରିବା ଦ୍ୱାରା ତୁମ୍ଭେମାନେ ପ୍ରକୃତରେ ମନୁଷ୍ୟକୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁ ନାହଁ, ବରଂ ପ୍ରଭୁଙ୍କୁ ସମ୍ମାନ ଦେଉଥିବାରୁ, ତୁମ୍ଭେମାନେ ନିଷ୍ଠାପର ସହିତ ଆଜ୍ଞା ପାଳନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲାପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೆವಕಾನು, ಸಗ್ಳ್ಯಾ ಕಾಮಾತ್ನಿ ಹ್ಯಾ ಜಗಾಚ್ಯಾ ತುಮ್ಚ್ಯಾ ಯಜಮಾನಾಕ್ನಿ ಖಾಲ್ತಿ ಹೊವ್ನ್ ಚಲಾ, ತೆಂಕಾ ಬರೆ ದಿಸುಕ್ ತೆಂಚ್ಯಾ ಇದ್ರಾಕ್ ಯೆವ್ಡೆಚ್ ಕಾಮ್ ಕರ್‍ತಲೆ ಹೊವ್ನ್ ರ್‍ಹಾವ್ನಕಾಶಿ. ಫುರಾ ಮನಾನ್ ಸೆವಾ ಕರಾ.