Colossians 3:25 — Compare Translations
7 translations compared side by side
Odia - 1840
"ମନରେଖ! ଭୁଲ କର୍ମ ପାଇଁ, ପ୍ରେତ୍ୟକକ ଲୋକ ଦଣ୍ଡ ପାଇବ। ପ୍ରଭୁ ପ୍ରେତ୍ୟକକ ଲୋକକୁ ସମାନ ଭାବରେ ଦେଖନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଉ ପ୍ରତ୍ୟେକ ଦୁଷ୍କର୍ମକାରୀ ତା’ର ଅପକର୍ମ ନିମନ୍ତେ ଫଳ ପାଇବ, କାରଣ ଈଶ୍ୱର ନିରପେକ୍ଷ ଭାବରେ ସମସ୍ତଙ୍କର ବିଚାର କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମନେରଖ! ଭୁଲ୍ କର୍ମ ପାଇଁ, ପ୍ରତ୍ୟେକ ଲୋକ ଦଣ୍ଡ ପାଇବ। ପ୍ରଭୁ ପ୍ରତ୍ୟେକ ଲୋକକୁ ସମାନ ଭାବରେ ଦେଖନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನ್ನ್ಯಾಯ್ ಕರ್ತಲೊ ತೆಕಾ ಸಮಾ ಹೊತ್ತಿ ಶಿಕ್ಷಾ ಘೆತಾ. ತ್ಯಾತುರ್ ಸಂಶೆವುಚ್ ನಾ. ದೆವ್ ಸಗ್ಳ್ಯಾಕ್ನಿಬಿ ಎಕುಚ್ ನಮುನಿ ಝಡ್ತಿ ಕರ್ತಾ.