Colossians 3:4 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟ ହେଉଛନ୍ତି ତୁମ୍ଭମାନଙ୍କର ଜୀବନ। ତେଣୁ ଯେତବେେଳେ ସେ ଆଉ ଥରେ ଆସିବେ, ତାହାଙ୍କ ମହିମା ରେ ତୁମ୍ଭମାନେେ ଅଂଶ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କର ଜୀବନ ସ୍ଵରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ ହିଁ ତୁମର ଜୀବନ ଏବଂ ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ଗୌରବର ଅଂଶୀ ହୋଇ ପ୍ରକାଶିତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ହେଉଛନ୍ତି ତୁମ୍ଭମାନଙ୍କର ଜୀବନ। ତେଣୁ ଯେତେବେଳେ ସେ ଆଉ ଥରେ ଆସିବେ, ତାହାଙ୍କ ମହିମାରେ ତୁମ୍ଭେମାନେ ଅଂଶ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತುಚ್ ತುಮ್ಚೊ ಖರೊ ಜಿವ್, ತೊ ಅನಿಪರ್ತುನ್ ದಿಸ್ತಾನಾ, ತುಮಿ ತೆಚ್ಯಾ ವಾಂಗ್ಡಾ ತೆಚಿ ಮಹಿಮಾ ವಾಟುನ್ ಘೆತ್ಯಾಶಿ.