Colossians 3:5 — Compare Translations
7 translations compared side by side
Odia - 1840
"ଅତଏବ, ୟୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହବୋ, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହାଇେ ରହିବା, ଯାହା ଏକ ମିଥ୍ଯା ଦବେତାକୁ ପୂଜା କରିବା ସଦୃଶ, ସଭେିଳ ବିଷୟଗୁଡ଼ିକୁ ନିଜ ଜୀବନଠାରୁ ଦୂର ରେ ରଖ। ଏହିଭଳି ଇଚ୍ଛାଗୁଡ଼ଇକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ଯା ଦବେତାର ସବୋ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି ପ୍ରତିମାପୂଜା ରୂପ ଲୋଭ, ଏହିସବୁ ପ୍ରତି ମୃତ ହୁଅ;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ଅନ୍ତରରେ କାର୍ଯ୍ୟରତ ଜାଗତିକ ପ୍ରବୃତ୍ତିଗୁଡ଼ିକ ଯଥା - କାମୁକତା, ଅଶୁଚିତା, ଇନ୍ଦ୍ରିୟାସକ୍ତି, ଦୁରଭିଳାଷ ଓ ଲୋଭକୁ ତୁମ୍ଭେମାନେ ବିନାଶ କର। ଲୋଭ ପ୍ରତିମା ପୂଜାର ଏକ ରୂପାନ୍ତର।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ଯୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହେବା, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହୋଇ ରହିବା, ଯାହା ଏକ ମିଥ୍ୟା ଦେବତାକୁ ପୂଜା କରିବା ସଦୃଶ, ସେଭିଳ ବିଷୟ ଗୁଡ଼ିକୁ ନିଜ ଜୀବନଠାରୁ ଦୂରରେ ରଖ। ଏହିଭଳି ଇଚ୍ଛାଗୁଡ଼ିକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ୟା ଦେବତାର ସେବା କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;
Odia IRV 2017 (ଓଡିଆ ବାଇବେଲ)
ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ತುಮ್ಚ್ಯಾಕ್ಡೆ ಹೊತ್ತಿ ಬುರ್ಶಿ ಕಾಮಾ, ಲೈಂಗಿಕ್ ಪಾಪ್, ಬುರ್ಶಿ ಕಾಮಾ, ಸಂಬೊಗ್ ಕರ್ತಲಿ ಆಶಾ, ಬುರ್ಶಿ ಆಶಾ, ಮುರ್ತಿಯಾಂಚ್ಯಾ ಫುಜೆಕ್ ಸಮಾ ಹೊವ್ನ್ ಹೊತ್ತ್ಯಾ ಬುರ್ಶಾ ಆಶೆಕ್ ಮರುನ್ ಸೊಡಾ.