Colossians 3:7 — Compare Translations

7 translations compared side by side

Odia - 1840
"ତୁମ୍ଭମାନଙ୍କର ପୂର୍ବ ପାପପୂର୍ଣ୍ଣ ଜୀବନ ରେ ମଧ୍ଯ ତୁମ୍ଭମାନେେ ଏହି କାମଗୁଡ଼ିକ କରିଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟରେ ଆସକ୍ତ ଥାଇ ସେହିପ୍ରକାରେ ଆଚରଣ କରୁଥିଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ତୁମ୍ଭେମାନେ ଏହି ସବୁ କୁପ୍ରବୃତ୍ତିର ବଶବର୍ତ୍ତୀ ହୋଇ ଜୀବନ ଯାପନ କରୁଥିଲ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ପୂର୍ବ ପାପପୂର୍ଣ୍ଣ ଜୀବନରେ ମଧ୍ୟ ତୁମ୍ଭେମାନେ ଏହି କାମଗୁଡ଼ିକ କରିଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ।
Odia IRV 2017 (ଓଡିଆ ବାଇବେଲ)
ପୂର୍ବେ ତୁମ୍ଭେମାନେ ମଧ୍ୟ ଏହି ସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅದ್ದಿ ತುಮ್ಚ್ಯಾ ಬುರ್ಶ್ಯಾ ಜಿವನಾತ್ ತುಮಿ ಹಿ ಸಗ್ಳಿ ಕಾಮಾ ಕರ್ಲ್ಯಾಸಿ.