Colossians 4:1 — Compare Translations
7 translations compared side by side
Odia - 1840
"ମାଲିକମାନେ! ଯାହା ସୁନ୍ଦର ଓ ଯଥାର୍ଥ ତାହା ତୁମ୍ଭ ସବେକମାନଙ୍କୁ ଦିଅ। ମନରେଖ ଯେ ସ୍ବର୍ଗ ରେ ତୁମ୍ଭମାନଙ୍କର ମଧ୍ଯ ଜଣେ ମାଲିକ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ କର୍ତ୍ତାମାନେ, ସ୍ଵର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁନିବଗଣ, ତୁମ୍ଭମାନଙ୍କ ଦାସମାନଙ୍କ ପ୍ରତି ଉପଯୁକ୍ତ ଓ ନ୍ୟାୟ ଆଚରଣ କର। ମନେରଖ, ସ୍ୱର୍ଗରେ ତୁମର ମଧ୍ୟ ଜଣେ ପ୍ରଭୁ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମାଲିକମାନେ! ଯାହା ସୁନ୍ଦର ଓ ଯଥାର୍ଥ ତାହା ତୁମ୍ଭ ସେବକମାନଙ୍କୁ ଦିଅ। ମନେରଖ ଯେ ସ୍ୱର୍ଗରେ ତୁମ୍ଭମାନଙ୍କର ମଧ୍ୟ ଜଣେ ମାଲିକ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ କର୍ତ୍ତାମାନେ, ସ୍ୱର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର।
Odia IRV 2017 (ଓଡିଆ ବାଇବେଲ)
ହେ କର୍ତ୍ତାମାନେ, ସ୍ୱର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಯಜಮಾನಾನು, ತುಮ್ಚ್ಯಾ ಸೆವಕಾಕ್ನಿ ಬರೆ ಅನಿ ಸಮಾ ಹೊತ್ತೆಚ್ ಕರಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಸರ್ಗಾತ್ ತುಮ್ಕಾಬಿ ಎಕ್ ಯಜಮಾನ್ ಹಾಯ್ ಮನ್ತಲೆ ಯಾದ್ ಥವಾ.