Colossians 4:10 — Compare Translations
7 translations compared side by side
Odia - 1840
"ଅରିସ୍ତାର୍ଖଙ୍କ ନମସ୍କାର ଜଣାଉଛି। ସେ ମାେ ସହିତ ଜଣେ ସହବନ୍ଦୀ। ବର୍ଣ୍ଣବାଙ୍କ କୁଟୁମ୍ବୀୟ ଭାଇ ମାର୍କ ନମସ୍କାର କରୁଛନ୍ତି। (ମୁଁ ଆଗରୁ ତାହାଙ୍କ ବିଷୟ ରେ କହି ସାରିଛି। ସେ ଯଦି ଆସନ୍ତି, ତାହାଙ୍କୁ ସ୍ବାଗତ କରିବ)।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି ବର୍ଣ୍ଣବ୍ବାଙ୍କ କୁଟୁମ୍ଵୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ଵନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ସହବନ୍ଦୀ ଆରିସ୍ତାର୍ଖ ଓ ତାଙ୍କ ସହିତ ବର୍ଣ୍ଣବାଙ୍କ ଆତ୍ମୀୟ ମାର୍କ ମଧ୍ୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ମାର୍କ ତୁମ ପାଖକୁ ଗଲେ ତାଙ୍କୁ ସ୍ୱାଗତ କର। ଏହି ନିର୍ଦ୍ଦେଶ ତୁମ୍ଭମାନଙ୍କୁ ପୂର୍ବରୁ ଦିଆଯାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ଅରିସ୍ତାର୍ଖଙ୍କ ନମସ୍କାର ଜଣାଉଛି। ସେ ମୋ’ ସହିତ ଜଣେ ସହବନ୍ଦୀ। ବର୍ଣ୍ଣବାଙ୍କ କୁଟୁମ୍ବୀୟ ଭାଇ ମାର୍କ ନମସ୍କାର କରୁଛନ୍ତି। (ମୁଁ ଆଗରୁ ତାହାଙ୍କ ବିଷୟରେ କହି ସାରିଛି। ସେ ଯଦି ଆସନ୍ତି, ତାହାଙ୍କୁ ସ୍ୱାଗତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି, ବର୍ଣ୍ଣବ୍ବାଙ୍କ କୁଟୁମ୍ବୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ବନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାହାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି, ବର୍ଣ୍ଣବ୍ବାଙ୍କ କୁଟୁମ୍ବୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ବନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅರಿಸ್ತಾರ್ಕ್ ಮನ್ತಲ್ಯಾನ್ಬಿ ನಮಸ್ಕಾರ್ ಕಳ್ವುಲಾ, ತೊಬಿ ಮಾಜ್ಯಾ ವಾಂಗ್ಡಾ ಬಂಧಿಖಾನ್ಯಾತ್ ಹಾಯ್, ಬಾರ್ನಾಬಾಸಾಚ್ಯಾ ವಾಂಗ್ಡಾ ಸಂಮದಿಕ್ ಹೊವ್ನ್ ಹೊತ್ತ್ಯಾ ಮಾರ್ಕಾನ್ಬಿ ತುಮ್ಕಾ ನಮಸ್ಕಾರ್ ಸಾಂಗ್ಲಾ, ಮಾರ್ಕಾಚ್ಯಾ ವಿಶಯಾತ್ ತುಮಿ ಕಾಯ್ ಕರುಚೆ ಮನುನ್ ಮಿಯಾ ಅತ್ತಾ ಅತ್ತಾ ಸಾಂಗ್ಲಾ. ತೊ ಯೆಲ್ಯಾರ್ ತೆಕಾ ಸ್ವಾಗತ್ ಕರಾ.