Colossians 4:11 — Compare Translations

7 translations compared side by side

Odia - 1840
"ୟୁସ୍ତ ନାମ ରେ ମଧ୍ଯ ଖ୍ଯାତ, (ଯୀଶୁ) ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ୟିହୁଦୀ ବିଶ୍ବାସୀମାନଙ୍କ ମଧିଅରେ କବଳେ ଏମାନେ ପରମେଶ୍ବରଙ୍କ ରାଜ୍ଯ ପାଇଁ ମାେ ସହିତ କାମ କରନ୍ତି। ସମାନେେ ଏପର୍ୟ୍ଯନ୍ତ ମାରେସାନ୍ତ୍ବନାର କାରଣ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୁସ୍ତ ନାମରେ ଖ୍ୟାତ ଯୀଶୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି; ସୁନ୍ନତିମାନଙ୍କ ମଧ୍ୟରୁ କେବଳ ଏମାନେ ଈଶ୍ଵରଙ୍କ ରାଜ୍ୟ ନିମନ୍ତେ ମୋହର ସହକର୍ମୀ, ଏମାନେ ମୋହର ସାନ୍ତ୍ଵନାର କାରଣ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୁସ୍ତ ନାମରେ ପରିଚିତ ଯିହୋଶୂୟ ମଧ୍ୟ ନମସ୍କାର ଜଣାଉଛନ୍ତି। ଖ୍ରୀଷ୍ଟ ଧର୍ମ ଗ୍ରହଣ କରିଥିବା କେବଳ ଏହି ତିନି ଜଣ ଇହୁଦୀ ଈଶ୍ୱରଙ୍କ ରାଜ୍ୟ ପାଇଁ ମୋ’ ସହକର୍ମୀ ହୋଇ ମୋତେ ବହୁତ ସାହାଯ୍ୟ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯୁସ୍ତ ନାମରେ ମଧ୍ୟ ଖ୍ୟାତ, (ଯୀଶୁ) ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ଯିହୂଦୀ ବିଶ୍ୱାସୀମାନଙ୍କ ମଧ୍ୟରେ କେବଳ ଏମାନେ ପରମେଶ୍ୱରଙ୍କ ରାଜ୍ୟ ପାଇଁ ମୋ’ ସହିତ କାମ କରନ୍ତି। ସେମାନେ ଏପର୍ଯ୍ୟନ୍ତ ମୋର ସାନ୍ତ୍ୱନାର କାରଣ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯୂସ୍ତ ନାମରେ ଖ୍ୟାତ ଯୀଶୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ସୁନ୍ନତିପ୍ରାପ୍ତ ବିଶ୍ୱାସୀମାନଙ୍କ ମଧ୍ୟରୁ କେବଳ ଏମାନେ ଈଶ୍ବରଙ୍କ ରାଜ୍ୟ ନିମନ୍ତେ ମୋହର ସହକର୍ମୀ ଏମାନେ ମୋହର ସାନ୍ତ୍ୱନାର କାରଣ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯୂସ୍ତ ନାମରେ ଖ୍ୟାତ ଯୀଶୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ସୁନ୍ନତିମାନଙ୍କ ମଧ୍ୟରୁ କେବଳ ଏମାନେ ଈଶ୍ୱରଙ୍କ ରାଜ୍ୟ ନିମନ୍ତେ ମୋହର ସହକର୍ମୀ ଏମାନେ ମୋହର ସାନ୍ତ୍ୱନାର କାରଣ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಯುಸ್ತ್ ಮನ್ತಲ್ಯಾ ನಾವಾಚೊ ಜೊಸ್ವಾ ತುಮ್ಕಾ ನಮಸ್ಕಾರ್ ಸಾಂಗ್ತಾ ಜುದೆವಾಂತ್ನಿ ವಿಶ್ವಾಸಾನ್ ಹೊತ್ತೆ ಹೆನಿಚ್; ದೆವಾಚ್ಯಾ ರಾಜಾಸಾಟ್ನಿ ಮಾಜ್ಯಾ ವಾಂಗ್ಡಾ ಕಾಮ್ ಕರುಕ್ ಲಾಗ್ಲಾತ್, ಹೆನಿಚ್ ಮಾಕಾ ಮಜತ್ ಕರ್‍ತಲೆ ಹೊವ್ನ್ ಹಾತ್.