Colossians 4:13 — Compare Translations
7 translations compared side by side
Odia - 1840
"ସେ ତୁମ୍ଭମାନଙ୍କ ପାଇଁ ଲାଅଦିକୀଆ ଏବଂ ହିଏରାପଲିର ଲୋକମାନଙ୍କ ପାଇଁ କଠିନ ପରିଶ୍ରମ କରନ୍ତି ବୋଲି ମୁଁ ଜାଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ଵୀକାର କରୁଅଛନ୍ତି, ତାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ପାଇଁ, ଲାଉଦିସିଆ ଓ ହିଏରାପଲିର ଲୋକମାନଙ୍କ ପାଇଁ ସେ କରିଥିବା କଠିନ ପରିଶ୍ରମ ସମ୍ପର୍କରେ ମୁଁ ନିଜେ ସାକ୍ଷ୍ୟ ଦେଉଛି।
Odia Bible ERV 2004 (ପବିତ୍ର ବାଇବଲ)
ସେ ତୁମ୍ଭମାନଙ୍କ ପାଇଁ ଲାଅଦିକୀଆ ଏବଂ ହିଏରାପଲିର ଲୋକମାନଙ୍କ ପାଇଁ କଠିନ ପରିଶ୍ରମ କରନ୍ତି ବୋଲି ମୁଁ ଜାଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାହାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತುಮ್ಚ್ಯಾಸಾಟ್ನಿ ಲವೊದಿಸಿಯಾಂಚ್ಯಾಸಾಟ್ನಿ ಅನಿ ಹೈರಾಪೊಲಿಯಾಂಚ್ಯಾ ಲೊಕಾಂಚ್ಯಾಸಾಟ್ನಿ ಲೈ ಖಟ್ಪಟ್ ಕರುನ್ ಕಾಮ್ ಕರ್ಲಾ ಮನ್ತಲ್ಯಾಕ್ ಮಿಯಾ ಸಾಕ್ಷಿ.