Colossians 4:14 — Compare Translations
7 translations compared side by side
Odia - 1840
"ଦୀମା ଓ ଆମ୍ଭର ପ୍ରିୟ ବୈଦ୍ଯ ଲୂକ ନମସ୍କାର କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରିୟ ବୈଦ୍ୟ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରିୟ ଚିକିତ୍ସକ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଦୀମା ଓ ଆମ୍ଭର ପ୍ରିୟ ବୈଦ୍ୟ ଲୂକ ନମସ୍କାର କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରିୟ ବୈଦ୍ୟ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପ୍ରିୟ ବୈଦ୍ୟ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆಮಸ್ ಮನ್ತಲೊ ಪ್ರೆಮಾಚೊ ವಾಂಗ್ಡಿ, ವಗ್ದುಳೊ ಲುಕ್ಬಿ ತುಮ್ಕಾ ನಮಸ್ಕಾರ್ ಸಾಂಗ್ತಾತ್.