Colossians 4:15 — Compare Translations
7 translations compared side by side
Odia - 1840
"ଲାଅଦିକୀଆର ଭାଇ ଓ ଭଉଣୀମାନଙ୍କୁ ନମସ୍କାର ଜଣାଅ। ନୁମ୍ଫା ଓ ତାଙ୍କ ଘ ରେ ମିଳିତ ହେଉଥିବା ମଣ୍ଡଳୀକୁ ନମସ୍କାର ଜଣାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍ଫା ଓ ତାଙ୍କ ଗୃହରେ ଥିବା ମଣ୍ତଳୀକୁ ନମସ୍କାର ଜଣାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲାଉଦିସିଆର ଭାଇମାନଙ୍କୁ, ଭଉଣୀ ନୁମଫା ଓ ତାଙ୍କ ଘରେ ଏକତ୍ରିତ ହେଉଥିବା ମଣ୍ଡଳୀର ସମସ୍ତଙ୍କୁ ଆମର ଶୁଭେଚ୍ଛା ଜଣାଅ।
Odia Bible ERV 2004 (ପବିତ୍ର ବାଇବଲ)
ଲାଅଦିକୀଆର ଭାଇ ଓ ଭଉଣୀମାନଙ୍କୁ ନମସ୍କାର ଜଣାଅ। ନୁମ୍ଫା ଓ ତାଙ୍କ ଘରେ ମିଳିତ ହେଉଥିବା ମଣ୍ଡଳୀକୁ ନମସ୍କାର ଜଣାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍ଫା ଓ ତାହାଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ।
Odia IRV 2017 (ଓଡିଆ ବାଇବେଲ)
ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍ଫା ଓ ତାଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲವೊದಿಸಿಯಾತ್ ಹೊತ್ತ್ಯಾ ಭಾವ್ ಅನಿ ಭೆನಿಯಾಕ್ನಿಬಿ ಇಚಾರ್ಲಾ ಮನುನ್ ಸಾಂಗಾ, ಅನಿ ನಿಂಫಾ ಮನ್ತಲಿಚ್ಯಾ ಘರಾತ್ ಗೊಳಾ ಹೊವ್ನ್ ಯೆತಲ್ಯಾ ತಾಂಡ್ಯಾಚ್ಯಾ ಲೊಕಾಕ್ನಿಬಿ ನಮಸ್ಕಾರ್ ಕಳ್ವಾ.