Colossians 4:18 — Compare Translations
7 translations compared side by side
Odia - 1840
"ମୁଁ ପାଉଲ, ନିଜ ହସ୍ତାକ୍ଷର ରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛି। ମାରେ ବନ୍ଦୀଦଶା ସ୍ମରଣ କର। ତୁମ୍ଭମାନଙ୍କ ପ୍ରତି ପରମେଶ୍ବରଙ୍କର ଅନୁଗ୍ରହ ରହୁ। ଆମେନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି । ମୋହର ବନ୍ଧନ ସ୍ମରଣ କର । ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ପାଉଲ ସ୍ୱାକ୍ଷର ସହ, ମୋର ଶୁଭେଚ୍ଛା ଜଣାଉଛି। ମୋର ବନ୍ଦୀ ଅବସ୍ଥାକୁ ଭୁଲି ଯିବ ନାହିଁ। ଈଶ୍ୱରଙ୍କ ଅନୁଗ୍ରହ ତୁମ ସମସ୍ତଙ୍କ ନିକଟରେ ରହୁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପାଉଲ, ନିଜ ହସ୍ତାକ୍ଷରରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛି। ମୋର ବନ୍ଦୀଦଶା ସ୍ମରଣ କର। ତୁମ୍ଭମାନଙ୍କ ପ୍ରତି ପରମେଶ୍ୱରଙ୍କର ଅନୁଗ୍ରହ ରହୁ। ଆମେନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
Odia IRV 2017 (ଓଡିଆ ବାଇବେଲ)
ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର । ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾಬಿ ಮಾಜೊ ನಮಸ್ಕಾರ್, ಪಾವ್ಲು ಮನ್ತಲ್ಯಾ ಮಿಯಾ ಸ್ವತಾ ಮಾಜ್ಯಾ ಹಾತಿನ್ ಹೆ ಲಿವ್ಲಾ, ಬಂಧಿಖಾನ್ಯಾತ್ ಹೊತ್ತ್ಯಾ ಮಾಜಿ ಯಾದ್ ಕರಾ. ದೆವಾಚಿ ಕುರ್ಪಾ ತುಮ್ಚ್ಯಾ ಸಗ್ಳ್ಯಾಂಚ್ಯಾ ವಾಂಗ್ಡಾ ರ್ಹಾಂವ್ದಿತ್.