Colossians 4:5 — Compare Translations
7 translations compared side by side
Odia - 1840
"ଅବିଶ୍ବାସୀ ଲୋକମାନଙ୍କ ସହିତ ବ୍ଯବହାର କଲା ବେଳେ ବୁଦ୍ଧି ସହ ବ୍ଯବହାର କର। ଯେତେ ଭଲ ଭାବରେ ପାରିବ ନିଜର ସମୟର ସଦୁପୟୋଗ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତ୍ୟେକ ସୁଯୋଗର ସଦୁପଯୋଗ କରି ଅଣବିଶ୍ୱାସୀମାନଙ୍କ ନିକଟରେ ବିଜ୍ଞତାର ସହ ଆଚରଣ କର।
Odia Bible ERV 2004 (ପବିତ୍ର ବାଇବଲ)
ଅବିଶ୍ୱାସୀ ଲୋକମାନଙ୍କ ସହିତ ବ୍ୟବହାର କଲାବେଳେ ବୁଦ୍ଧି ସହ ବ୍ୟବହାର କର। ଯେତେ ଭଲ ଭାବରେ ପାରିବ ନିଜର ସମୟର ସଦୁପଯୋଗ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।
Odia IRV 2017 (ଓଡିଆ ବାଇବେଲ)
ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವಿಶ್ವಾಸ್ ನಸಲ್ಲ್ಯಾ ಲೊಕಾಂಚ್ಯಾಕ್ನಾ ಯಾವಾರ್ ಕರ್ತಾನಾ, ಬುದ್ದ್ ಹೊತ್ತೆ ಹೊವ್ನ್ ರ್ಹಾವಾ, ತುಮ್ಕಾ ದಿಲ್ಲೊ ಎಳ್ ಬರ್ಯಾ ರಿತಿನ್ ವಾಪ್ರುನ್ ಘೆವಾ.