Colossians 4:6 — Compare Translations
7 translations compared side by side
Odia - 1840
"କଥାବାର୍ତ୍ତା କଲା ବେଳେ, ସବୁବେଳେ ଦୟାଭାବ ରଖ ଓ ବିବକେୀ ହୁଅ। ତବେେ ତୁମ୍ଭମାନେେ ସମସ୍ତଙ୍କୁ ଉଚିତ ଉତ୍ତର ଦବୋକୁ ସକ୍ଷମ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି ଲବଣରେ ସ୍ଵାଦଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କର କଥା ସବୁବେଳେ ସୁମିଷ୍ଟ ଓ ମନୋମୁଗ୍ଧକର ହେଉ। ପ୍ରତ୍ୟେକଙ୍କୁ କିପରି ସଠିକ୍ ଉତ୍ତର ଦେଇ ପାରିବ, ଏ କଥା ତୁମ୍ଭେମାନେ ଜାଣିବା ଆବଶ୍ୟକ।
Odia Bible ERV 2004 (ପବିତ୍ର ବାଇବଲ)
କଥାବାର୍ତ୍ତା କଲାବେଳେ, ସବୁବେଳେ ଦୟାଭାବ ରଖ ଓ ବିବେକୀ ହୁଅ। ତେବେ ତୁମ୍ଭେମାନେ ସମସ୍ତଙ୍କୁ ଉଚିତ୍ ଉତ୍ତର ଦେବାକୁ ସକ୍ଷମ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಬೊಲ್ತಾನಾ, ದಯೆನ್ ಭರಲ್ಲೆ ಅನಿ ಮನಾಕ್ ಬರೆ ದಿಸ್ತಲ್ಯಾ ಗೊಸ್ಟಿಯಾ ಹೊವ್ನ್ ರಾಂವ್ದಿತ್, ಅನಿ ಬುದ್ದ್ ಹೊತ್ತೆ ಹೊವ್ನ್ ಬೊಲಾ. ತನ್ನಾ ಹರ್ ಎಕ್ಲ್ಯಾಕ್ಬಿ ಪಾಜೆ ಹೊಲ್ಲ್ಯಾ ಸಾರ್ಕೆ ಜವಾಬ್ ದಿವ್ಕ್ ಹೊತಾ.