Colossians 4:7 — Compare Translations

7 translations compared side by side

Odia - 1840
"ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମାରେ ପ୍ରିୟ ଭାଇ ତୁଖିକ, ଜଣେ ବିଶ୍ବାସୀ ସବେକ ଓ ମାେ ସହିତ ପ୍ରଭୁଙ୍କର ଜଣେ ସବେକ ଅଟନ୍ତି। ମାେ ସହିତ ଏଠା ରେ ଯାହା କିଛି ଘଟୁଛି, ସହେି ସମସ୍ତ କଥା ସେ ତୁମ୍ଭମାନଙ୍କୁ କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ଵସ୍ତ ସେବକ ଓ ସହଦାସ ଯେ ତୁଖିକ, ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ;
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ କର୍ମୀ ଓ ମୋର ସହକର୍ମୀ ପ୍ରିୟ ଭାଇ ତୁଖିକ ମୋ’ ସମ୍ପର୍କରେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କ ସାଥୀମାନଙ୍କ ବିଷୟରେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୋର ପ୍ରିୟ ଭାଇ ତୁଖିକ, ଜଣେ ବିଶ୍ୱାସୀ ସେବକ ଓ ମୋ’ ସହିତ ପ୍ରଭୁଙ୍କର ଜଣେ ସେବକ ଅଟନ୍ତି। ମୋ’ ସହିତ ଏଠାରେ ଯାହାକିଛି ଘଟୁଛି, ସେହି ସମସ୍ତ କଥା ସେ ତୁମ୍ଭମାନଙ୍କୁ କହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଓ ସହଦାସ ଯେ ତୁଖିକ ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ;
Odia IRV 2017 (ଓଡିଆ ବାଇବେଲ)
ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଓ ସହଦାସ ଯେ ତୁଖିକ ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಕಿಕ್ ಮನ್ತಲೊ ಕ್ರಿಸ್ತಾ ವೈನಾ ಮಾಜೊ ಪ್ರೆಮಾಚೊ ಭಾವ್. ಮಾಜ್ಯಾ ವಾಂಗ್ಡಾ ಧನಿಯಾಚ್ಯಾ ಕಾಮಾತ್ ವಿಶ್ವಾಸಾಚೊ ಸೆವಕ್ ಅನಿ ಕಾಮ್ಗಾರಿ ಹೊವ್ನ್ ಹಾಯ್, ಮಾಕಾ ಕಾಯ್ ಕಾಯ್ ಹೊಲೆ ಮನ್ತಲೆ ತೊ ತುಮ್ಕಾ ಕಳ್ವುತಾ.