Colossians 4:8 — Compare Translations

7 translations compared side by side

Odia - 1840
"ସେଥିପାଇଁ ମୁଁ ତାହାଙ୍କୁ ପଠାଉଛି। ମୁଁ ଇଚ୍ଛା କରେ ଯେ, ଆମ୍ଭମାନେେ କିପରି ଅଛୁ, ତାହା ତୁମ୍ଭମାନେେ ଜାଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାଙ୍କ ଦ୍ଵାରା ଉତ୍ସାହ ପ୍ରାପ୍ତ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ କିପରି ଅଛୁ, ସବୁ ବିଷୟ କହି ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଉଛି।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ମୁଁ ତାହାଙ୍କୁ ପଠାଉଛି। ମୁଁ ଇଚ୍ଛା କରେ ଯେ, ଆମ୍ଭେମାନେ କିପରି ଅଛୁ, ତାହା ତୁମ୍ଭେମାନେ ଜାଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಕಾರನಾಸಾಟ್ನಿಚ್ ಮಿಯಾ ತೆಕಾ ಧಾಡುನ್ ದಿವ್ಕ್ ಲಾಗ್ಲಾ, ಅಮಿ ಕಶೆ ಹಾಂವ್ ಮನುನ್, ತುಮ್ಕಾಬಿ ಕಳುಚೆ ಮನ್ತಲಿ ಮಾಜಿ ಆಶಾ, ತುಮ್ಕಾ ಉಮ್ಮೆದ್ ಭರುಕ್ ಮನುನ್ ಮಿಯಾ ತೆಕಾ ಓನೆಜಿಮಸ್ ಮನ್ತಲ್ಯಾಚ್ಯಾ ವಾಂಗ್ಡಾ ಧಾಡುನ್ ದಿವ್ಕ್ ಲಾಗ್ಲಾ.