Colossians 4:9 — Compare Translations

7 translations compared side by side

Odia - 1840
"ସେ ତୁମ୍ଭମାନଙ୍କୁ ଉତ୍ସାହିତ କରିବେ। ମୁଁ ଅନୀସିମଙ୍କ ସହିତ ତାଙ୍କୁ ପଠାଉଛି। ଅନୀସିମ ଖ୍ରୀଷ୍ଟଙ୍କଠା ରେ ଥିବା ଜଣେ ବିଶ୍ବାସୀ ଓ ପ୍ରିୟ ଭାଇ ଅଟନ୍ତି। ସେ ତୁମ୍ଭମାନଙ୍କ ଦଳର ଅଟନ୍ତି। ତୁଖିକ ଓ ଅନୀସିମ, ଏଠା ରେ ଘଟିଥିବା ସମସ୍ତ ବିଷୟ ତୁମ୍ଭମାନଙ୍କୁ କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ସଙ୍ଗରେ ମୁଁ ବିଶ୍ଵସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ । ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ସଙ୍ଗରେ ତୁମ ଦଳ ଅନ୍ତର୍ଭୁକ୍ତ ପ୍ରିୟ ବିଶ୍ୱସ୍ତ ଭାଇ ଅନିସିବ ମଧ୍ୟ ଯାଉଛନ୍ତି। ସେମାନେ ତୁମକୁ ଏଠାରେ ଘଟୁଥିବା ସମସ୍ତ କଥା ଜଣାଇବେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତୁମ୍ଭମାନଙ୍କୁ ଉତ୍ସାହିତ କରିବେ। ମୁଁ ଅନୀସିମଙ୍କ ସହିତ ତାଙ୍କୁ ପଠାଉଛି। ଅନୀସିମ ଖ୍ରୀଷ୍ଟଙ୍କଠାରେ ଥିବା ଜଣେ ବିଶ୍ୱାସୀ ଓ ପ୍ରିୟ ଭାଇ ଅଟନ୍ତି। ସେ ତୁମ୍ଭମାନଙ୍କ ଦଳର ଅଟନ୍ତି। ତୁଖିକ ଓ ଅନୀସିମ, ଏଠାରେ ଘଟିଥିବା ସମସ୍ତ ବିଷୟ ତୁମ୍ଭମାନଙ୍କୁ କହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಓನೆಜಿಮಸ್ ಮನ್ತಲೊ ಕ್ರಿಸ್ತಾಂಚ್ಯಾ ವರ್‍ತಿ ವಿಶ್ವಾಸ್ ಥವಲ್ಲೊ ಪ್ರೆಮಾಚೊ ಭಾವ್ ಹೊವ್ನ್ ಹಾಯ್, ತೊ ತುಮ್ಚ್ಯಾ ಗಾಂವಾತ್ಲೊಚ್. ಹಿತ್ತೆ ಹೊಲ್ಲೆ ಸಗ್ಳೆ ತೆನಿ ತುಮ್ಕಾ ಸಾಂಗಾತ್ಯಾತ್.