Daniel 1:10 — Compare Translations

5 translations compared side by side

Odia - 1840
"କିନ୍ତୁ ସହେି ନଫୁସକାଧିପତି ଦାନିୟେଲଙ୍କୁ କହିଲା, ମୁଁ ମାରେମୁନିବ ରାଜାଙ୍କୁ ଭୟ କରେ। ଯଦି ତୁମ୍ଭମାନେେ ସେ ଆଦେଶ କରିଥିବା ଖାଦ୍ୟ ଓ ପାନୀଯ ଗ୍ରହଣ ନକର, ତୁମ୍ଭମାନେେ ରୁଗ୍ଣ ଦଖାୟିବେ ଓ ଦୁର୍ବଳ ଅନୁଭବ କରିବ। ଯଦି ତୁମ୍ଭମାନେେ ଅନ୍ୟମାନଙ୍କଠାରୁ ଶୁଖିଲା ଦଖାୟୋଅ, ରାଜା ମାେ ଉପ ରେ ରାଗିବେ ଏବଂ ମାରେମୁଣ୍ତ କାଟ କରିବେ। ତା'ପ ରେ ତୁମ୍ଭମାନେେ ଏହି ଅପରାଧ ପାଇଁ ଦୋଷୀ ସାବ୍ଯସ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ନପୁଂସକାଧିପତି ଦାନିୟେଲଙ୍କୁ କହିଲା, “ମୁଁ ମୋର ମୁନିବ ରାଜାଙ୍କୁ ଭୟ କରେ। ଯଦି ତୁମ୍ଭେମାନେ ସେ ଆଦେଶ କରିଥିବା ଖାଦ୍ୟ ଓ ପାନୀୟ ଗ୍ରହଣ ନ କର, ତୁମ୍ଭେମାନେ ରୁ‌ଗ୍‌ଣ ଦେଖାଯିବ ଓ ଦୁର୍ବଳ ଅନୁଭବ କରିବ। ଯଦି ତୁମ୍ଭେମାନେ ଅନ୍ୟମାନଙ୍କଠାରୁ ଶୁଖିଲା ଦେଖାଯାଅ, ରାଜା ମୋ’ ଉପରେ ରାଗିବେ ଏବଂ ମୋର ମୁଣ୍ତ କାଟ କରିବେ। ତା’ପରେ ତୁମ୍ଭେମାନେ ଏହି ଅପରାଧ ପାଇଁ ଦୋଷୀ ସାବ୍ୟସ୍ତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, “ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ।