Daniel 1:11 — Compare Translations
5 translations compared side by side
Odia - 1840
"ତା'ପ ରେ ଦାନିୟେଲ, ଗୃହରକ୍ଷୀମାନଙ୍କୁ କହିଲେ, କେଉଁମାନଙ୍କୁ ନଫୁସକାଧିପତି, ଦାନିୟେଲ, ହନାନିଯ, ମୀଶାଯଲେ ଓ ଅସରିଯ ଉପ ରେ ଦୃଷ୍ଟି ରଖିବାକୁ ନିୟୁକ୍ତ କରାୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦାନିୟେଲ, ଗୃହରକ୍ଷୀମାନଙ୍କୁ କହିଲେ, ଯେଉଁ ନପୁଂସକାଧିପତି, ଦାନିୟେଲ, ହନାନିୟ, ମୀଶାୟେଲ ଓ ଅସରିୟ ଉପରେ ଦୃଷ୍ଟି ରଖିବାକୁ ନିଯୁକ୍ତ କରାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ;