Daniel 1:12 — Compare Translations

5 translations compared side by side

Odia - 1840
"ସେ କହିଲେ, ଦୟାକରି ଆମ୍ଭମାନଙ୍କୁ ଦଶଦିନ ପାଇଁ ପରୀକ୍ଷା କରନ୍ତୁ। ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ପନିପରିବା ଓ ପିଇବା ନିମନ୍ତେ ଜଳ ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ସେ କହିଲେ, “ଦୟାକରି ଆମ୍ଭମାନଙ୍କୁ ଦଶ ଦିନ ପାଇଁ ପରୀକ୍ଷା କରନ୍ତୁ। ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ପନିପରିବା ଓ ପିଇବା ନିମନ୍ତେ ଜଳ ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ।
Odia IRV 2017 (ଓଡିଆ ବାଇବେଲ)
ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ।