Daniel 1:13 — Compare Translations

5 translations compared side by side

Odia - 1840
"ପୁଣି ଦଶଦିନ ପ ରେ ଆମ୍ଭମାନଙ୍କୁ ସହେି ରାଜକୀଯ ଭକ୍ଷ୍ଯ ଓ ପାନୀଯ ଗ୍ରହଣ କରୁଥିବା ୟୁବକମାନଙ୍କ ସହିତ ତୁଳନା କରାଯାଉ, ଆଉ କିଏ ଅଧିକ ସ୍ବାସ୍ଥ୍ଯବାନ୍ ଦଖାୟିବେ। ତା'ପ ରେ ତୁମ୍ଭେ ବିଗ୍ଭର କରି ଏହି ଦାସମାନଙ୍କ ପ୍ରତି ବ୍ଯବହାର କରିବା ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଦଶ ଦିନ ପରେ ଆମ୍ଭମାନଙ୍କୁ ସେହି ରାଜକୀୟ ଭକ୍ଷ୍ୟ ଓ ପାନୀୟ ଗ୍ରହଣ କରୁଥିବା ଯୁବକମାନଙ୍କ ସହିତ ତୁଳନା କରାଯାଉ, ଆଉ କିଏ ଅଧିକ ସ୍ୱାସ୍ଥ୍ୟବାନ୍ ଦେଖାଯିବ। ତା’ପରେ ତୁମ୍ଭେ ବିଗ୍ଭର କରି ଏହି ଦାସମାନଙ୍କ ପ୍ରତି ବ୍ୟବହାର କରିବା ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ।