Daniel 1:14 — Compare Translations

5 translations compared side by side

Odia - 1840
"ତେଣୁ ଗୃହରକ୍ଷୀ ଏ ବିଷଯ ରେ ଏକମତ ହାଇେ, ଦାନିୟେଲ, ହନାନିଯ, ମୀଶାଯଲେ ଏବଂ ଅସରିଯଙ୍କୁ ଦଶଦିନ ପର୍ୟ୍ଯନ୍ତ ପରୀକ୍ଷା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଏ ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଗୃହରକ୍ଷୀ ଏ ବିଷୟରେ ଏକମତ ହୋଇ, ଦାନିୟେଲ, ହନାନିୟ, ମୀଶାୟେଲ ଏବଂ ଅସରିୟଙ୍କୁ ଦଶ ଦିନ ପର୍ଯ୍ୟନ୍ତ ପରୀକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା।