Daniel 1:15 — Compare Translations
5 translations compared side by side
Odia - 1840
"ଆଉ ଦଶଦିନ ପ ରେ ଦଖାଗେଲା ସମାନେେ ରାଜକୀଯ ଭକ୍ଷଣକାରୀଙ୍କଠାରୁ ଅଧିକ ସୁସ୍ଥସବଳ ଓ ହୃଷ୍ଟପୁଷ୍ଟ ଦଖାଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଦଶ ଦିନ ପରେ ଦେଖାଗଲା ସେମାନେ ରାଜକୀୟ ଭକ୍ଷ୍ୟଣକାରୀଙ୍କଠାରୁ ଅଧିକ ସୁସ୍ଥ ସବଳ ଓ ହୃଷ୍ଟପୁଷ୍ଟ ଦେଖାଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ।