Daniel 1:16 — Compare Translations

5 translations compared side by side

Odia - 1840
"ଏଥି ରେ ଗୃହରକ୍ଷୀ ସମାନଙ୍କେର ସହେି ରାଜକୀଯ ଭକ୍ଷ୍ଯ ଓ ଦ୍ରାକ୍ଷାରସ ପାନୀଯ ବନ୍ଦ କରି ସମାନଙ୍କେୁ ପୂର୍ବପରି ଶାକାହାର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଗୃହରକ୍ଷୀ ସେମାନଙ୍କର ସେହି ରାଜକୀୟ ଭକ୍ଷ୍ୟ ଓ ଦ୍ରାକ୍ଷାରସ ପାନୀୟ ବନ୍ଦ କରି ସେମାନଙ୍କୁ ପୂର୍ବପରି ଶାକାହାର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା।