Daniel 1:17 — Compare Translations
5 translations compared side by side
Odia - 1840
"ଆଉ ପରମେଶ୍ବର ସହେି ଗ୍ଭରି ୟୁବକଙ୍କୁ ଜ୍ଞାନ ଏବଂ ବିଭିନ୍ନ ଲେଖନି ଓ ବିଜ୍ଞାନ ଶିକ୍ଷା ପାଇଁ ଯୋଗ୍ଯତା ପ୍ରଦାନ କଲେ। ପୁଣି ଦାନିୟେଲ ସମସ୍ତ ଦର୍ଶନ ଅ ସ୍ବପ୍ନ ବିଷଯ ରେ ବୁଦ୍ଧିମାନ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପରମେଶ୍ଵର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ ବୁଦ୍ଧି ଓ ନିପୁଣତା ଦେଲେ; ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ଵପ୍ନ ବିଷୟରେ ବୁଦ୍ଧିମାନ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ପରମେଶ୍ୱର ସେହି ଗ୍ଭରି ଯୁବକଙ୍କୁ ଜ୍ଞାନ ଏବଂ ବିଭିନ୍ନ ଲେଖନି ଓ ବିଜ୍ଞାନ ଶିକ୍ଷା ପାଇଁ ଯୋଗ୍ୟତା ପ୍ରଦାନ କଲେ। ପୁଣି ଦାନିୟେଲ ସମସ୍ତ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।