Daniel 1:18 — Compare Translations
5 translations compared side by side
Odia - 1840
"ରାଜା ତିନିବର୍ଷ ରେ ସମାନେେ ତାଲିମପ୍ରାପ୍ତ ହବେେ ବୋଲି ଇଚ୍ଛା କରିଥିଲେ। ତାହା ଶଷେ ହେଲାପ ରେ ନଫୁସକାଧିପତି ସମାନଙ୍କେୁ ନବୂଖଦ୍ନିତ୍ସର ସମ୍ମଖକୁ ଆଣିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲା, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସରର ଛାମୁକୁ ଆଣିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ତିନି ବର୍ଷରେ ସେମାନେ ତାଲିମପ୍ରାପ୍ତ ହେବେ ବୋଲି ଇଚ୍ଛା କରିଥିଲେ। ତାହା ଶେଷ ହେଲା ପରେ ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସର ସମ୍ମୁଖକୁ ଆଣିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସରର ଛାମୁକୁ ଆଣିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସରର ଛାମୁକୁ ଆଣିଲା।