Daniel 1:19 — Compare Translations
5 translations compared side by side
Odia - 1840
"ରାଜା ସମାନଙ୍କେ ସହିତ ଆଳାପ କଲେ। ଆଉ ସେ ସମସ୍ତଙ୍କ ମଧିଅରେ ଦାନିୟେଲ, ହନାନିଯ, ମୀଶାଯଲେ ଓ ଅସରିଯ ଅଧିକ ଦକ୍ଷ ଜଣା ଗଲେ। ତେଣୁ ସମାନେେ ରାଜାଙ୍କର ଦାସ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲା; ଆଉ, ସେସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖା ଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ସେମାନଙ୍କ ସହିତ ଆଳାପ କଲେ। ଆଉ ସେ ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନିୟ, ମୀଶାୟେଲ ଓ ଅସରିୟ ଅଧିକ ଦକ୍ଷ ଜଣା ଗଲେ। ତେଣୁ ସେମାନେ ରାଜାଙ୍କର ଦାସ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖାଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖା ଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ।