Daniel 1:20 — Compare Translations
5 translations compared side by side
Odia - 1840
"ଆଉ ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀଯ ଯେ କୌଣସି ବିଷଯ ରେ ରାଜା ସହେି ଗ୍ଭରି ୟୁବକଙ୍କୁ ପଗ୍ଭରୁଥିଲେ, ସମାନେେ ବିଜ୍ଞ ଉତ୍ତର ଦେଉଥିଲେ। ରାଜା ସମଗ୍ର ରାଜ୍ଯ ରେ ସମସ୍ତ ମନ୍ତ୍ରଜ୍ଞ ଓ ଗଣକମାନଙ୍କ ଅପେକ୍ଷା ସମାନେେ ଦଶଗୁଣ ଅଧିକ ଜ୍ଞାନୀ ବୋଲି ଜାଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଜ୍ଞାନ ଓ ବୁଦ୍ଧି ସମ୍ଵନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲା, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେକୌଣସି ବିଷୟରେ ରାଜା ସେହି ଗ୍ଭରି ଯୁବକଙ୍କୁ ପଗ୍ଭରୁଥିଲେ, ସେମାନେ ବିଜ୍ଞ ଉତ୍ତର ଦେଉଥିଲେ। ରାଜା ସମଗ୍ର ରାଜ୍ୟରେ ସମସ୍ତ ମନ୍ତ୍ରଜ୍ଞ ଓ ଗଣକମାନଙ୍କ ଅପେକ୍ଷା ସେମାନେ ଦଶଗୁଣ ଅଧିକ ଜ୍ଞାନୀ ବୋଲି ଜାଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।