Daniel 1:21 — Compare Translations
5 translations compared side by side
Odia - 1840
"ପୁଣି ଦାନିୟେଲ କୋରସ ରାଜାର ପ୍ରଥମବର୍ଷ ପର୍ୟ୍ଯନ୍ତ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦାନିୟେଲ କୋରସ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଦାନିୟେଲ କୋରସ୍ ରାଜାର ପ୍ରଥମବର୍ଷ ପର୍ଯ୍ୟନ୍ତ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାନିୟେଲ କୋରସ୍ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ସେଠାରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାନିୟେଲ କୋରସ୍ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ତା’ଙ୍କ ସେବାରେ ରହିଲେ।