Daniel 1:3 — Compare Translations
5 translations compared side by side
Odia - 1840
"ତା'ପ ରେ ରାଜା ନବୂଖଦ୍ନିତ୍ସର ଅସ୍ପନସ୍କୁ ଏକ ଆଦେଶ ଦେଲେ। ଅସ୍ପନସ୍ ସବୋ ରେ ଜଣେ ନଫୁସକାଧିପତି ଥିଲେ। ରାଜା କେତକେ ଇଶ୍ରାୟେଲର ସନ୍ତାନମାନଙ୍କୁ ରାଜପ୍ରାସାଦକୁ ଆଣିବା ପାଇଁ କହିଲେ। ନବୂଖଦନି୍ତ୍ସର କବଳେ ମହତ୍ବପୂର୍ଣ୍ଣ ପରିବାରରୁ ୟିହୁଦି ଲୋକମାନଙ୍କୁ ଓ ଇଶ୍ରାୟେଲ ବଂଶରୁ ରାଜାମାନଙ୍କୁ ଚାହିଁଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍, ରାଜକୀୟ ଓ କୁଳୀନ ବଂଶରୁ ଯିଶା. ୩୯:୭
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା ନବୂଖଦ୍ନିତ୍ସର ଅସ୍ପନସ୍କୁ ଏକ ଆଦେଶ ଦେଲେ। ଅସ୍ପନସ୍ ସେବାରେ ଜଣେ ନପୁଂସକାଧିପତି ଥିଲେ। ରାଜା କେତେକ ଇସ୍ରାଏଲର ସନ୍ତାନମାନଙ୍କୁ ରାଜପ୍ରାସାଦକୁ ଆଣିବା ପାଇଁ କହିଲେ। ନବୂଖଦ୍ନିତ୍ସର କେବଳ ମହତ୍ତ୍ୱପୂର୍ଣ୍ଣ ପରିବାରରୁ ଯିହୁଦୀ ଲୋକମାନଙ୍କୁ ଓ ଇସ୍ରାଏଲ ବଂଶରୁ ରାଜାମାନଙ୍କୁ ଗ୍ଭହିଁଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍, ରାଜକୀୟ ଓ କୁଳୀନ ବଂଶରୁ
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍, ରାଜକୀୟ ଓ କୁଳୀନ ବଂଶରୁ