Daniel 1:5 — Compare Translations

5 translations compared side by side

Odia - 1840
"ଏବଂ ରାଜା ସହେିସବୁ ୟୁବକମାନଙ୍କୁ ରାଜକୀଯ ଖାଦ୍ୟ ଓ ପାନୀଯ ଦେଲେ। ସେ ତିନି ବର୍ଷ ୟାଏଁ ସମାନଙ୍କେୁ ଖାଦ୍ୟ ଦବୋ ସହିତ ଯତ୍ନ ନେଲେ ଓ ରାଜାଙ୍କୁ ସବୋ କରିବା ପାଇଁ ସମାନଙ୍କେୁ ତାଲିମ ପ୍ରାପ୍ତ ହବୋକୁ ଚାହିଁଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ରାଜା ସେହିସବୁ ଯୁବକମାନଙ୍କୁ ରାଜକୀୟ ଖାଦ୍ୟ ଓ ପାନୀୟ ଦେଲେ। ସେ ତିନି ବର୍ଷ ଯାଏ ସେମାନଙ୍କୁ ଖାଦ୍ୟ ଦେବା ସହିତ ଯତ୍ନ ନେଲେ ଓ ରାଜାଙ୍କୁ ସେବା କରିବା ପାଇଁ ସେମାନଙ୍କୁ ତାଲିମ ପ୍ରାପ୍ତ ହେବାକୁ ଗ୍ଭହିଁଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା।
Odia IRV 2017 (ଓଡିଆ ବାଇବେଲ)