Daniel 1:6 — Compare Translations
5 translations compared side by side
Odia - 1840
"ଏହି ୟୁବକମାନଙ୍କ ମଧିଅରେ ଯିହୁଦା ପରିବାରବର୍ଗୀଯ ଦାନିୟେଲ, ହନାନିଯ, ମୀଶାଯଲେ ଓ ଅସରିଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମିଶାୟେଲ ଓ ଅସରୀୟ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଯୁବକମାନଙ୍କ ମଧ୍ୟରେ ଯିହୁଦା ପରିବାରବର୍ଗୀୟ ଦାନିୟେଲ, ହନାନିୟ, ମୀଶାୟେଲ ଓ ଅସରିୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ଥିଲେ।