Daniel 1:7 — Compare Translations
5 translations compared side by side
Odia - 1840
"ପୁଣି ସହେି ନଫୁସକାଧିପତି ଅସ୍ପନସ୍ ଯିହୁଦାର ୟୁବକମାନଙ୍କୁ ନୂଆ ବାବିଲୀଯ ନାମ ଦେଲେ। ସେ ଦାନିୟେଲଙ୍କୁ ବଲେଟ୍ଶତ୍ସର, ହନାନିଯଙ୍କୁ ଶଦ୍ରକ୍, ମୀଶାଯଲଙ୍କେୁ ମୈଶକ ଓ ଅସରିଯଙ୍କୁ ଅବେଦ୍-ନଗୋ ନାମ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲାଣ: ସେ ଦାନିୟେଲଙ୍କୁ ବେଲ୍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍, ମିଶାୟେଲଙ୍କୁ ମୈଶକ ଓ ଅସରୀୟକୁ ଅବେଦ୍-ନଗୋ ନାମ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ନପୁଂସକାଧିପତି ଅସ୍ପନସ୍ ଯିହୁଦାର ଯୁବକମାନଙ୍କୁ ନୂଆ ବାବିଲୀୟ ନାମ ଦେଲେ। ସେ ଦାନିୟେଲଙ୍କୁ ବେଲ୍ଟଶତ୍ସର, ହନାନିୟଙ୍କୁ ଶଦ୍ରକ୍, ମୀଶାୟେଲଙ୍କୁ ମୈଶକ ଓ ଅସରିୟଙ୍କୁ ଅବେଦ୍-ନଗୋ ନାମ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍, ମୀଶାୟେଲଙ୍କୁ ମୈଶକ୍ ଓ ଅସରୀୟକୁ ଅବେଦ୍ନଗୋ ନାମ ଦେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍, ମୀଶାୟେଲଙ୍କୁ ମୈଶକ୍ ଓ ଅସରୀୟକୁ ଅବେଦ୍ନଗୋ ନାମ ଦେଲା।