Daniel 1:8 — Compare Translations

5 translations compared side by side

Odia - 1840
"ମାତ୍ର ଦାନିୟେଲ ସହେି ରାଜକୀଯ ଖାଦ୍ୟ ଖାଇ ଓ ଦ୍ରାକ୍ଷାରସ ପାନ କରି ନିଜକୁ ଅଶୁଚି କରିବାକୁ ଇଚ୍ଛା କଲେ ନାହିଁ। ଏଣୁ ସେ ନଫୁସକାଧିପତିକୁ ନିବଦନେ କଲେ ଓ ସେ ଅନ୍ଯାନ୍ଯ ଖାଦ୍ୟ ଖାଇ ପାରିବେ କି ବୋଲି ପଚାରିଲେ, ଯାହାଫଳ ରେ ସେ ଅଶୁଚି ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିକି ନିବେଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଦାନିୟେଲ ସେହି ରାଜକୀୟ ଖାଦ୍ୟ ଖାଇ ଓ ଦ୍ରାକ୍ଷାରସ ପାନ କରି ନିଜକୁ ଅଶୁଚି କରିବାକୁ ଇଚ୍ଛା କଲେ ନାହିଁ। ଏଣୁ ସେ ନପୁଂସକାଧିପତିକୁ ନିବେଦନ କଲେ ଓ ସେ ଅନ୍ୟାନ୍ୟ ଖାଦ୍ୟ ଖାଇ ପାରିବେ କି ବୋଲି ପଗ୍ଭରିଲେ, ଯାହାଫଳରେ ସେ ଅଶୁଚି ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।