Daniel 1:9 — Compare Translations
5 translations compared side by side
Odia - 1840
"ସେତବେେଳେ ପରମେଶ୍ବର ସହେି ନଫୁସକାଧିପତିର ଦୃଷ୍ଟି ରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପରମେଶ୍ଵର ସେହି ନପୁଂସକାଧି-ପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ।